• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15 September 2023: ଏହି ରାଶିର ବ୍ୟକ୍ତି ଆଜି ବିଶ୍ୱାସ ଘାତର ଶିକାର ହୋଇପାରନ୍ତି

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଦିବା ୧୧.୩୫ ଗତେ କନ୍ୟା । ତିଥି- ଅମାବାସ୍ୟା (ମଳ) ପ୍ରାତଃ ୦୭.୦୯ ଗତେ ପ୍ରତିପଦ । ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୧୧.୩୫ ଗତେ ବୃଷ । ଘାତ ବାର- ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି ତିଳକାଞ୍ଚନ ଦାନ ।

Cancer

କର୍କଟ

Friday 15 Sep 2023

ପୁନର୍ବସୁ- ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି । ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ ।

ପୁଷ୍ୟା- ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ। ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ନୂତନ ଲୁଗା ବ୍ୟବସାୟ ପାଇଁ ଯୋଜନା କରବେ ।

ଅଶ୍ଳେଷା- ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । କର୍ମ ପାଇଁ ପ୍ରଶଂସିତ ହୋଇ ପାରନ୍ତି । ଛାତ୍ରଛାତ୍ରୀମାନେ ଅଧିକ ସମୟ ଖେଳରେ କଟାଇବେ ।

ପ୍ରତିକାର- ମା’ ଭୁବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :