• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15 September 2023: ଏହି ରାଶିର ବ୍ୟକ୍ତି ଆଜି ବିଶ୍ୱାସ ଘାତର ଶିକାର ହୋଇପାରନ୍ତି

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଦିବା ୧୧.୩୫ ଗତେ କନ୍ୟା । ତିଥି- ଅମାବାସ୍ୟା (ମଳ) ପ୍ରାତଃ ୦୭.୦୯ ଗତେ ପ୍ରତିପଦ । ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୧୧.୩୫ ଗତେ ବୃଷ । ଘାତ ବାର- ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି ତିଳକାଞ୍ଚନ ଦାନ ।

Leo

ସିଂହ

Friday 15 Sep 2023

ମଘା- ପରିବାରରେ ସୁଖଶାନ୍ତି ଫେରିଆସିବ । ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ । ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ ।

ପୂ-ଫାଲ୍‌ଗୁନୀ- ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ ।

ଉ- ଫାଲ୍‌ଗୁନୀ- ଅଯଥା ଖର୍ଚ୍ଚ ବୃଦ୍ଧି ହୋଇପାରେ । ଆନୁଷ୍ଠାନିକ କାର୍ଯ୍ୟ ସକାଶେ ପ୍ରସ୍ତୁତିପୂର୍ବ ଜୋରଦାର କରିପାରନ୍ତି । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।

ପ୍ରତିକାର – ମାଙ୍କଡକୁ ଗୁଡ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :