• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15 September 2023: ଏହି ରାଶିର ବ୍ୟକ୍ତି ଆଜି ବିଶ୍ୱାସ ଘାତର ଶିକାର ହୋଇପାରନ୍ତି

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଦିବା ୧୧.୩୫ ଗତେ କନ୍ୟା । ତିଥି- ଅମାବାସ୍ୟା (ମଳ) ପ୍ରାତଃ ୦୭.୦୯ ଗତେ ପ୍ରତିପଦ । ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୧୧.୩୫ ଗତେ ବୃଷ । ଘାତ ବାର- ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି ତିଳକାଞ୍ଚନ ଦାନ ।

Virgo

କନ୍ୟା

Friday 15 Sep 2023

ଉ- ଫାଲ୍‌ଗୁନୀ- କାମରେ ହଠାତ କୈଣସି ଯୋଜନାରେ ପରିବର୍ତ୍ତନ କରିପାରନ୍ତି । କର୍ମକ୍ଷେତ୍ରରେ ସବୁ କାର୍ଯ୍ୟକୁ ନିଜ ହାତକୁ ନେଇ ଶେଷ କରିବେ । ଶରୀର ଭଲ ରହିବା ସହିତ ମିଷ୍ଠାନ ଭୋଜନର ଯୋଗ ବୃଦ୍ଧି ରହିଅଛି ।

ହସ୍ତା- ରାଜନୀତିରେ କୈାଣସି କାର୍ଯ୍ୟ ଆପଣଙ୍କ ହାତରୁ ଘସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ଚାକିରିକ୍ଷେତ୍ରରେ ମନ ଅସ୍ଥିରତା ରହିବ ।

ଚିତ୍ରା- ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ମହିଳାମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ ।

ପ୍ରତିକାର- ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :