• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15 September 2023: ଏହି ରାଶିର ବ୍ୟକ୍ତି ଆଜି ବିଶ୍ୱାସ ଘାତର ଶିକାର ହୋଇପାରନ୍ତି

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଦିବା ୧୧.୩୫ ଗତେ କନ୍ୟା । ତିଥି- ଅମାବାସ୍ୟା (ମଳ) ପ୍ରାତଃ ୦୭.୦୯ ଗତେ ପ୍ରତିପଦ । ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୧୧.୩୫ ଗତେ ବୃଷ । ଘାତ ବାର- ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି ତିଳକାଞ୍ଚନ ଦାନ ।

Libra

ତୁଳା

Friday 15 Sep 2023

ଚିତ୍ରା- ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ ।

ସ୍ୱାତୀ- ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ଶିକ୍ଷାର୍ଥୀମାନେ କିଛି ପରିମାଣରେ ଶୁଭଫଳ ପାଇବେ । ଚାକିରିଆଙ୍କୁ ନୂଆ ପକଳ୍ପ ଦାୟିତ୍ୱ ମିଳିବ । ବ୍ୟପାରୀ ବର୍ଗଙ୍କୁ ଅଚାନକ ଧନ ଲାଭ ହେବ ।

ବିଶାଖା- ଜମି କିଣିବା ବେଳେ ଗୁରୁଜନଙ୍କ ପରାମର୍ଶ ଭଲ ରହିବ । ମଧୁର ବ୍ୟବହାର ପାଇଁ ଅନ୍ୟ ମାନଙ୍କୁ ଆକର୍ଷଣ କରି ପାରିବେ । ଅଳ୍ପ ପରିଶ୍ରମ କରି ଅଧିକ ଧନ ପାଇବାର ଆଶା ଦେଖାଦେବ ।

ପ୍ରତିକାର- କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :