• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15 September 2023: ଏହି ରାଶିର ବ୍ୟକ୍ତି ଆଜି ବିଶ୍ୱାସ ଘାତର ଶିକାର ହୋଇପାରନ୍ତି

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଦିବା ୧୧.୩୫ ଗତେ କନ୍ୟା । ତିଥି- ଅମାବାସ୍ୟା (ମଳ) ପ୍ରାତଃ ୦୭.୦୯ ଗତେ ପ୍ରତିପଦ । ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୧୧.୩୫ ଗତେ ବୃଷ । ଘାତ ବାର- ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି ତିଳକାଞ୍ଚନ ଦାନ ।

Scorpio

ବିଛା

Friday 15 Sep 2023

ବିଶାଖା- ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ ।

ଅନୁରାଧା- ମନ୍ଥରତା ଭିତରେ ମଧ୍ୟ ବ୍ୟବସାୟରେ ସୁଫଳତା ପାଇବେ । ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ଅଧିକ ସମୟ କଟାଇବେ । ଯାତ୍ରା ସମୟରେ ଦୁର୍ଘଟଣା ଗସ୍ତ ହୋଇପାରନ୍ତି

ଜ୍ୟୋଷ୍ଠା- ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ । ଆୟର ପରିମାଣ ଅଧିକ ହୋଇପାରେ

ପ୍ରତିକାର –ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :