• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15 September 2023: ଏହି ରାଶିର ବ୍ୟକ୍ତି ଆଜି ବିଶ୍ୱାସ ଘାତର ଶିକାର ହୋଇପାରନ୍ତି

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଦିବା ୧୧.୩୫ ଗତେ କନ୍ୟା । ତିଥି- ଅମାବାସ୍ୟା (ମଳ) ପ୍ରାତଃ ୦୭.୦୯ ଗତେ ପ୍ରତିପଦ । ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୧୧.୩୫ ଗତେ ବୃଷ । ଘାତ ବାର- ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି ତିଳକାଞ୍ଚନ ଦାନ ।

Sagittarius

ଧନୁ

Friday 15 Sep 2023

ମୂଳା- ଭାତୃ ସଂପର୍କରେ ଉନ୍ନତି ଘଟିବ । ବ୍ୟବସାୟୀ ମାନେ ସାମାନ୍ୟ କ୍ଷତି ସହିବେ । ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ଅଚାନକ କୈାଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ ।

ପୂ, ଷାଢା- ଛାତ୍ରଛାତ୍ରୀମାନେ ପଢାରେ ମନଯୋଗ ରଖି ପାରିବେ ନାହିଁ । କ୍ରୀଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ । କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ

ଉ, ଷାଢା- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇବେ ।

ପ୍ରତିକାର- ଲଡୁ ଧର୍ମସ୍ଥାନ ରେ ଭୋଗ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :