• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15 September 2023: ଏହି ରାଶିର ବ୍ୟକ୍ତି ଆଜି ବିଶ୍ୱାସ ଘାତର ଶିକାର ହୋଇପାରନ୍ତି

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଦିବା ୧୧.୩୫ ଗତେ କନ୍ୟା । ତିଥି- ଅମାବାସ୍ୟା (ମଳ) ପ୍ରାତଃ ୦୭.୦୯ ଗତେ ପ୍ରତିପଦ । ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୧୧.୩୫ ଗତେ ବୃଷ । ଘାତ ବାର- ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି ତିଳକାଞ୍ଚନ ଦାନ ।

Capricorn

ମକର

Friday 15 Sep 2023

ଉ, ଷାଢା- ଘରକୁ ଅତିଥିଙ୍କ ଆଗମନ ହୋଇପାରେ । ପରିବହନ, କଳା, ବାଣିଜ୍ୟରେ ଲାଭାନ୍ୱିତ ହୋଇପାରନ୍ତି । ସରକାରି କ୍ଷେତ୍ରରେ ପ୍ରୋତ୍ସାହନ ମିଳିପାରେ ।

ଶ୍ରବଣା- କର୍ମ ସ୍ଥାନରେ ବହୁ ବାଧାବିଘ୍ନ ଓ ବିବାଦ ଦେଖାଦେଇ ପାରେ । ମାନସିକ ସ୍ତରରେ ଉନ୍ନତି ଆସିବ । କାର୍ଯ୍ୟରେ ସିଦ୍ଧିଲାଭ ସହ ସମ୍ନାନ ପାଇବେ ।

ଧନିଷ୍ଠା- ପରିବାରରେ ଅବହେଳା ପଦର୍ଶନ କରି ସମାଲୋଚିତ ହୋଇପାରନ୍ତି କ୍ଷ ଅର୍ଥ ସମ୍ପର୍କକୁ ନେଇ ଭାତୃ ବିବାଦ ଦେଖାଦେଇ ପାରେ କ୍ଷ ସଡକ ଦୁର୍ଘଟଣାର ସମ୍ଭାବନା ରହିଛି ।

ପ୍ରତିକାର- ଶନିଙ୍କ ମାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :