Daily Horoscope 15 September 2023: ଏହି ରାଶିର ବ୍ୟକ୍ତି ଆଜି ବିଶ୍ୱାସ ଘାତର ଶିକାର ହୋଇପାରନ୍ତି

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଦିବା ୧୧.୩୫ ଗତେ କନ୍ୟା । ତିଥି- ଅମାବାସ୍ୟା (ମଳ) ପ୍ରାତଃ ୦୭.୦୯ ଗତେ ପ୍ରତିପଦ । ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୧୧.୩୫ ଗତେ ବୃଷ । ଘାତ ବାର- ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି ତିଳକାଞ୍ଚନ ଦାନ ।

Aries

ମେଷ

Friday 15 Sep 2023

ଅଶ୍ୱନୀ- ଶାରୀରିକ କ୍ଲାନ୍ତି ଦୂର ହେବ । ପରିବାରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନ ମୂଳକ ଦିଗ ପ୍ରତି ଆଗ୍ରହୀ ହେବେ । କର୍ମ କ୍ଷେତ୍ରରେ ଉନ୍ନତି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ପେଇବ ।

ଦ୍ୱିଜା- ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଉତ୍ତିର୍ଣ୍ଣ ହେବେ । ରାଜନୈତିକ କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରିୟଜନ ମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାର୍ଯ୍ୟ କରିବେ ।

କୃତିକା- ପ୍ରେମିକ, ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ପରିବହନ ଓ ଶିଳ୍ପରେ ମାନ୍ଦା ହେବାର ଦେଖାଦେଇ ପାରେ । ପୂର୍ବରୁ କରିଥିବା କର୍ମ ପାଇଁ ଦଣ୍ଡ ପାଇ ପାରନ୍ତି ।

ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :