• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th April 2023: ଏହି ରାଶିର ବ୍ୟକ୍ତି ଆଜି ସତର୍କ ରୁହନ୍ତୁ, ଅଧିକ ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି...

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ, ଶନିବାର, ଚନ୍ଦ୍ର – ମକର ସନ୍ଧ୍ୟା ୦୬.୪୩ ଗତେ କୁମ୍ବ, ତିଥି – ୧୦ମୀ ରାତ୍ରି ୦୮.୪୫ ଗତେ ୧୧ଶୀ, ଘାତ ଚନ୍ଦ୍ର – ସିଂହ ସନ୍ଧ୍ୟା ୦୬.୪୩ ଗତେ ମିଥୁନ ଓ ମୀନ, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Aries

ମେଷ

Saturday 15 Apr 2023

ଅଶ୍ୱନୀ- କୌଣସି ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା ଲାଭ ସୁଯୋଗ ପାଇବେ । ମନେ ମନେ ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ । ବାଣିଜ୍ୟ, ପରିବହନ, ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ ।         
ଦ୍ୱିଜା- ସମ୍ପର୍କୀୟଙ୍କ ଅନୁକମ୍ପା ଲାଭକରି କାର୍ଯ୍ୟ ପାଇଁ ପ୍ରସ୍ତୁତ ହୋଇପାରନ୍ତି । ଆଲୋଚନା ପରିସରରେ ବନ୍ଧୁଙ୍କ ପ୍ରତି ସ୍ନେହ ପ୍ରଦର୍ଶନକରି ପ୍ରଶଂସିତ ହେବେ । ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା ଦୂର ହୋଇଯିବ । 
କୃତିକା- ରାଜନୀତି, କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ ପ୍ରଶାସନିକ ସ୍ତରରେ ବ୍ୟତିକ୍ରମ ପରିଲକ୍ଷିତ ହେବ । ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି ।

ପ୍ରତିକାର -  ହନୁମାନଙ୍କର ଆରାଧନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :