• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th April 2023: ଏହି ରାଶିର ବ୍ୟକ୍ତି ଆଜି ସତର୍କ ରୁହନ୍ତୁ, ଅଧିକ ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି...

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ, ଶନିବାର, ଚନ୍ଦ୍ର – ମକର ସନ୍ଧ୍ୟା ୦୬.୪୩ ଗତେ କୁମ୍ବ, ତିଥି – ୧୦ମୀ ରାତ୍ରି ୦୮.୪୫ ଗତେ ୧୧ଶୀ, ଘାତ ଚନ୍ଦ୍ର – ସିଂହ ସନ୍ଧ୍ୟା ୦୬.୪୩ ଗତେ ମିଥୁନ ଓ ମୀନ, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Taurus

ବୃଷ

Saturday 15 Apr 2023

କୃତିକା- ମନ ଭଲ ରହିବ ଏବଂ ବହୁ ଦିନରୁ ଅଟକି ରହିଥିବା କାମ ସୁବିଧାରେ ହୋଇଯିବ । ସାମାଜିକ ସ୍ତରରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ । ଶିଳ୍ପ, ବ୍ୟବସାୟ ଓ ପରିବହନରେ ଲକ୍ଷ୍ୟ ହାସଲରେ ସମର୍ଥ ହେବେ ।
ରୋହିଣୀ- ଆଜି ହସଖୁସିରେ ସମୟ କଟାଇବେ ଏବଂ ବନ୍ଧୁଙ୍କ ସାହାଯ୍ୟରେ କାମ ହାସଲ କରିବେ । ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ଆଜି ତାହା ସୁବିଧାରେ ପାଇଯିବେ । ପ୍ରେମ ସମ୍ପର୍କ ତୀବ୍ର ହୋଇପାରେ    
ମୃଗଶିରା- ପ୍ରଶାସନ, ଆଇନ, ଅଦାଲତ  ସଫଳତା ଯୋଗୁ ମନ ଖୁସି ରହିବ ।  ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ଛାତ୍ରଛାତ୍ରୀ ମାନେ ପଢାରେ ମନଯୋଗ ରଖି ପାରିବେ ନାହିଁ

ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ    

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :