• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th April 2023: ଏହି ରାଶିର ବ୍ୟକ୍ତି ଆଜି ସତର୍କ ରୁହନ୍ତୁ, ଅଧିକ ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି...

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ, ଶନିବାର, ଚନ୍ଦ୍ର – ମକର ସନ୍ଧ୍ୟା ୦୬.୪୩ ଗତେ କୁମ୍ବ, ତିଥି – ୧୦ମୀ ରାତ୍ରି ୦୮.୪୫ ଗତେ ୧୧ଶୀ, ଘାତ ଚନ୍ଦ୍ର – ସିଂହ ସନ୍ଧ୍ୟା ୦୬.୪୩ ଗତେ ମିଥୁନ ଓ ମୀନ, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Aquarius

କୁମ୍ଭ

Saturday 15 Apr 2023

ଧନିଷ୍ଠା- ପରିବାର ସହ ଯାତ୍ରାରେ ସଫଳତା ହାସଲ କରିପାରିବେ । ଆପଣଙ୍କ ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।  ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରବେ 
ଶତଭିଷା- ନୂଆ ବ୍ୟବସାୟ ନିର୍ମାଣରେ ଅଗ୍ରଗତି କରିବେ । କର୍ମକ୍ଷେତ୍ରରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ । ମହିଳା ମାନେ କୁଟୁମ୍ଭ ଲୋକଙ୍କ ସହ ସମୟ ବିତାଇବେ ।
ପୂ,  ଭାଦ୍ରପଦ- ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ଛାତ୍ରଛାତ୍ରୀମାନେ ପଢାରେ ପ୍ରଂଶସିତ ହେବେ । ଭୂ-ସମ୍ପତ୍ତି ପାଇଁ ସାମାନ୍ୟ ସମସ୍ୟା ସୃଷ୍ଟି ହୋଇପାରେ ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :