• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th April 2023: ଏହି ରାଶିର ବ୍ୟକ୍ତି ଆଜି ସତର୍କ ରୁହନ୍ତୁ, ଅଧିକ ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି...

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ, ଶନିବାର, ଚନ୍ଦ୍ର – ମକର ସନ୍ଧ୍ୟା ୦୬.୪୩ ଗତେ କୁମ୍ବ, ତିଥି – ୧୦ମୀ ରାତ୍ରି ୦୮.୪୫ ଗତେ ୧୧ଶୀ, ଘାତ ଚନ୍ଦ୍ର – ସିଂହ ସନ୍ଧ୍ୟା ୦୬.୪୩ ଗତେ ମିଥୁନ ଓ ମୀନ, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Pisces

ମୀନ

Saturday 15 Apr 2023

ପୂ, ଭାଦ୍ରପଦ- ଶରୀରରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି କ୍ଷ ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ । ବ୍ୟବସାୟରେ ଚୁକ୍ତି କରିବାକୁ ଯାଉଥିଲେ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ ।
ଉ, ଭାଦ୍ରପଦ- ଦାମ୍ପତ୍ୟ ଜୀବନ ସଜାଡ଼ିବା ପାଇଁ ଜୀବନ ସାଥୀଙ୍କ ସହ କଥା ହୋଇପାରନ୍ତି । ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ବିଜ୍ଞାନ ଛାତ୍ରୀ ସଫଳତା ପାଇବେ । ରାଜନିତିରେ ସମସ୍ତଙ୍କ ପ୍ରତି ନମ୍ର ବ୍ୟବହାର ରହିବ ।
ରେବତୀ- ମାଲିମକଦ୍ଦମାରେ ଜୟଲାଭ କରିବାର ଆଶା ରହିଛି । ଧାତୁ ଅଳଙ୍କାର କ୍ରୟ କରି ସାମାନ୍ୟ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :