Daily Horoscope 15th April 2023: ଏହି ରାଶିର ବ୍ୟକ୍ତି ଆଜି ସତର୍କ ରୁହନ୍ତୁ, ଅଧିକ ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି...
/odishatv-khabar/media/media_files/uploadimage/library/16_9/16_9_0/_______1681531144-593256.jpg)
ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ, ଶନିବାର, ଚନ୍ଦ୍ର – ମକର ସନ୍ଧ୍ୟା ୦୬.୪୩ ଗତେ କୁମ୍ବ, ତିଥି – ୧୦ମୀ ରାତ୍ରି ୦୮.୪୫ ଗତେ ୧୧ଶୀ, ଘାତ ଚନ୍ଦ୍ର – ସିଂହ ସନ୍ଧ୍ୟା ୦୬.୪୩ ଗତେ ମିଥୁନ ଓ ମୀନ, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
