• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th April 2023: ଏହି ରାଶିର ବ୍ୟକ୍ତି ଆଜି ସତର୍କ ରୁହନ୍ତୁ, ଅଧିକ ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି...

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ, ଶନିବାର, ଚନ୍ଦ୍ର – ମକର ସନ୍ଧ୍ୟା ୦୬.୪୩ ଗତେ କୁମ୍ବ, ତିଥି – ୧୦ମୀ ରାତ୍ରି ୦୮.୪୫ ଗତେ ୧୧ଶୀ, ଘାତ ଚନ୍ଦ୍ର – ସିଂହ ସନ୍ଧ୍ୟା ୦୬.୪୩ ଗତେ ମିଥୁନ ଓ ମୀନ, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Cancer

କର୍କଟ

Saturday 15 Apr 2023

ପୁନର୍ବସୁ- ପରିବାରରେ ପାରସ୍ପରିକ ବୁଝାମଣା ହେତୁ ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ । କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତି ସମସ୍ୟା ବଢ଼ାଇ ଦେଇପାରନ୍ତି । ଆଜି ଯେତିକି ପାଇବେ ତା’ଠାରୁ ଅଧିକ ବ୍ୟୟ କରିବେ।
ପୁଷ୍ୟା- ସଭାସମିତିରେ ଅପ୍ରିୟ ସତ କହି ସମାଲୋଚିତ ହୋଇପାରନ୍ତି । ଶାସ୍ତ୍ରାଲୋଚନା, ସଙ୍ଗୀତ ଓ ଚଳଚ୍ଚିତ୍ର, ନିର୍ମାଣ, କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ । ଛାତ୍ରଛାତ୍ରୀମାନେ ସେମାନଙ୍କ ଶିକ୍ଷା ଉପରେ ଅଧିକ ଧ୍ୟାନ ଦେବେ
ଅଶ୍ଳେଷା- ମାଲି ମକଦ୍ଦମା, ତର୍କବିତର୍କ, ସଭା ସମିତି, ସଙ୍ଗଠନ, ନିର୍ମାଣ, ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ । ରାଜନୀତିରେ ଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :