• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th April 2023: ଏହି ରାଶିର ବ୍ୟକ୍ତି ଆଜି ସତର୍କ ରୁହନ୍ତୁ, ଅଧିକ ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି...

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ, ଶନିବାର, ଚନ୍ଦ୍ର – ମକର ସନ୍ଧ୍ୟା ୦୬.୪୩ ଗତେ କୁମ୍ବ, ତିଥି – ୧୦ମୀ ରାତ୍ରି ୦୮.୪୫ ଗତେ ୧୧ଶୀ, ଘାତ ଚନ୍ଦ୍ର – ସିଂହ ସନ୍ଧ୍ୟା ୦୬.୪୩ ଗତେ ମିଥୁନ ଓ ମୀନ, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Leo

ସିଂହ

Saturday 15 Apr 2023

ମଘା- ଆପଣ କାନ୍ଧରେ ଆଘାତ ପାଇ ପାରନ୍ତି । ସନ୍ତାନଙ୍କ ପାଇଁ ମନ ଉଦବେଗ ରହିବା ଫଳରେ ମାନସିକ ଅସ୍ଥିରତା ଭିତରେ ରହିବେ ।  ସ୍ୱେଚ୍ଛାକୃତ  ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ କାମରେ ଅର୍ଥ ବ୍ୟୟ କରିପାରନ୍ତି ।
ପୂ- ଫାଲଗୁନୀ- ଆନୁଷ୍ଠାନିକ କ୍ଷେତ୍ର, ସଭାସମିତିରେ ସମ୍ମାନିତ ହେବେ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ଆପଣଙ୍କ କମ୍ପାନୀକୁ ଉପଯୁକ୍ତ ଉପାୟରେ ପରିଚାଳନା କରିବେ 
ଉ- ଫାଲଗୁନୀ- ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇଯିବେ । ପ୍ରଶାସନିକ ସ୍ତରରେ ଅନ୍ୟକୁ ନିଜ କାମରେ ସହଭାଗିତା କରାଇପାରିବେ । ପରୀକ୍ଷାରେ ସଫଳ ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ

ପ୍ରତିକାର – ସୂର୍ଯ୍ୟକୁ ଜଳଦାନ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :