• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th April 2023: ଏହି ରାଶିର ବ୍ୟକ୍ତି ଆଜି ସତର୍କ ରୁହନ୍ତୁ, ଅଧିକ ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି...

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ, ଶନିବାର, ଚନ୍ଦ୍ର – ମକର ସନ୍ଧ୍ୟା ୦୬.୪୩ ଗତେ କୁମ୍ବ, ତିଥି – ୧୦ମୀ ରାତ୍ରି ୦୮.୪୫ ଗତେ ୧୧ଶୀ, ଘାତ ଚନ୍ଦ୍ର – ସିଂହ ସନ୍ଧ୍ୟା ୦୬.୪୩ ଗତେ ମିଥୁନ ଓ ମୀନ, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Virgo

କନ୍ୟା

Saturday 15 Apr 2023

ଉ- ଫାଲଗୁନୀ- ଟନସିଲର ବୃଦ୍ଧି ଇତ୍ୟାଦି ସମସ୍ୟା ମଧ୍ୟ ହୋଇପାରେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ପରିବହନ, ପ୍ରଶାସନ ଓ ପ୍ରକାଶନ,ଯୋଗାଯୋଗ କାମ ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ସମ୍ପନ୍ନ ହେବ ।
ହସ୍ତା- ପାରିବାରିକ ଜୀବନରେ ସୁଖ ରହିବ ଏବଂ କିଛି ଶୁଭ କାର୍ୟ୍ୟ ସମାପ୍ତ ହେବ । କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍ ମୋଟା ଅଙ୍କ ଅର୍ଥର ଆବଶ୍ୟକତା ପଡ଼ିପାରେ । ସଭା ସମିତିରେ ସମ୍ମାନ ଲାଭ ଓ ପଦମର୍ୟ୍ୟାଦା ବୃଦ୍ଧି ପାଇବ ।
ଚିତ୍ରା- କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଧୀରେ ଧୀରେ ଧନ ସଂଗ୍ରହରେ ବୃଦ୍ଧି ଘଟିବ । ଅଧ୍ୟୟନରେ ଭଲ ଫଳାଫଳ ପାଇବାର ସମ୍ଭାବନା ରହିବ

ପ୍ରତିକାର -   ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :