• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th April 2023: ଏହି ରାଶିର ବ୍ୟକ୍ତି ଆଜି ସତର୍କ ରୁହନ୍ତୁ, ଅଧିକ ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି...

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ, ଶନିବାର, ଚନ୍ଦ୍ର – ମକର ସନ୍ଧ୍ୟା ୦୬.୪୩ ଗତେ କୁମ୍ବ, ତିଥି – ୧୦ମୀ ରାତ୍ରି ୦୮.୪୫ ଗତେ ୧୧ଶୀ, ଘାତ ଚନ୍ଦ୍ର – ସିଂହ ସନ୍ଧ୍ୟା ୦୬.୪୩ ଗତେ ମିଥୁନ ଓ ମୀନ, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Libra

ତୁଳା

Saturday 15 Apr 2023

ଚିତ୍ରା- ପାରିବାରିକ ସ୍ତରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। କୃତି ଓ କୃତିତ୍ୱ ହେତୁ ବୁଦ୍ଧିଜୀବୀମାନଙ୍କ ଆଦର ପାଇପାରନ୍ତି । କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିଥିଲେ ମଧ୍ୟ ସ୍ଥଗିତ କାମ ଯଥା ସମୟରେ ହୋଇଯିବ 
ସ୍ୱାତୀ- ବେପାରରେ ଯୋଜନା ବଦ୍ଧ ରୂପେ କାମ କରିବେ । ସାମ୍ବାଦିକତା ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ । ଗୁରୁଜନ ମାନଙ୍କୁ ସମ୍ମାନ ଦେବା ଉଚିତ୍ ।
ବିଶାଖା- ବିବାହିତ ଜୀବନରେ କୌଣସି ପ୍ରକାରର ସମସ୍ୟା ହେବାର ସମ୍ଭାବନା କମ୍ ରହିବ । ଗାଡ଼ି କିଣିବା ଆପଣଙ୍କ ପାଇଁ ଅତ୍ୟନ୍ତ ଲାଭଦାୟକ ହେବ । ରାଜନେତାଙ୍କ ସାହାର୍ଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :