• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th April 2023: ଏହି ରାଶିର ବ୍ୟକ୍ତି ଆଜି ସତର୍କ ରୁହନ୍ତୁ, ଅଧିକ ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି...

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ, ଶନିବାର, ଚନ୍ଦ୍ର – ମକର ସନ୍ଧ୍ୟା ୦୬.୪୩ ଗତେ କୁମ୍ବ, ତିଥି – ୧୦ମୀ ରାତ୍ରି ୦୮.୪୫ ଗତେ ୧୧ଶୀ, ଘାତ ଚନ୍ଦ୍ର – ସିଂହ ସନ୍ଧ୍ୟା ୦୬.୪୩ ଗତେ ମିଥୁନ ଓ ମୀନ, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Scorpio

ବିଛା

Saturday 15 Apr 2023

ବିଶାଖା- ଆପଣଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ହେବାର ଦେଖାଯିବ । ପରିବାରର ଆବଶ୍ୟକତାକୁ ଉପଲବ୍ଧି କରି ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ବିଦେଶରେ  କାମ କରିପାରି ଆପଣଙ୍କ ବୃତ୍ତିକୁ ଆଗକୁ ବଢାଇବେ
ଅନୁରାଧା- କର୍ମକ୍ଷେତ୍ରରେ ନୂତନ ନିଯୁକ୍ତିର ସୂଚନା ମିଳିବ । ଦାମ୍ପତ୍ୟ ସମ୍ବନ୍ଧରେ ମିଷ୍ଟତା ଭରି ରହିବ । ଆନୁଷ୍ଠାନିକ କ୍ଷେତ୍ର କିମ୍ବା ସାଂସ୍କୃତିକ କାର୍ୟ୍ୟକ୍ରମରୁ ଅର୍ଥ ଓ ସମ୍ମାନ ଲାଭ ଯୋଗ ରହିଛି ।
ଜ୍ୟୋଷ୍ଠା- ଯେକୌଣସି ଘରର ମରାମତି କିମ୍ବା ସାଜସଜ୍ଜା କାର୍ୟ୍ୟରେ ବହୁତ ଖର୍ଚ୍ଚ କରି ପାରନ୍ତି । ଉଚ୍ଚଶିକ୍ଷା କରିବାକୁ  ଛାତ୍ରଛାତ୍ରୀମାନେ ଭଲ ଫଳାଫଳ ପାଇପାରିବେ । ରାଜନୀତିରେ କିଛି ଭଲ କାମ କରି ପାରନ୍ତି

ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା  ପାଠ  କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :