• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th April 2023: ଏହି ରାଶିର ବ୍ୟକ୍ତି ଆଜି ସତର୍କ ରୁହନ୍ତୁ, ଅଧିକ ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି...

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ, ଶନିବାର, ଚନ୍ଦ୍ର – ମକର ସନ୍ଧ୍ୟା ୦୬.୪୩ ଗତେ କୁମ୍ବ, ତିଥି – ୧୦ମୀ ରାତ୍ରି ୦୮.୪୫ ଗତେ ୧୧ଶୀ, ଘାତ ଚନ୍ଦ୍ର – ସିଂହ ସନ୍ଧ୍ୟା ୦୬.୪୩ ଗତେ ମିଥୁନ ଓ ମୀନ, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Sagittarius

ଧନୁ

Saturday 15 Apr 2023

ମୂଳା- ଯେକୌଣସି ପେଟ ସମସ୍ୟା ଅନୁଭବ କରିପାରନ୍ତି । ଭାଇଭଉଣୀମାନେ ଆପଣଙ୍କ ସହିତ ରହିବେ । କାର୍ୟ୍ୟ କ୍ଷେତ୍ରରେ ଆପଣଙ୍କର କାର୍ୟ୍ୟ ଉପରେ ଆଧାର କରି  ଏକ ଭଲ ପଦୋନ୍ନତି ଏବଂ ବେତନ ବୃଦ୍ଧି ପାଇଁ ପାରନ୍ତି
ପୂ, ଷାଢା- କ୍ରୀଡ଼ାକ୍ଷେତ୍ରରେ ପ୍ରଶଂସିତ ହେବେ । ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ । ପ୍ରେମ ବଢ଼ିବ ଏବଂ ପରସ୍ପର ପ୍ରତି ଉତ୍ସର୍ଗୀକୃତ ଭାବନା ସୃଷ୍ଟି ହେବ ।
ଉ,  ଷାଢା- ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବାର ସୂଚନା ରହିଛି । ଏକ ନୂତନ ଘର କିମ୍ବା ଜମି ପ୍ଲଟ୍ କ୍ରୟ କରିପାରିବେ ।  ଆପଣଙ୍କର ଜ୍ଞାନକୁ ବିସ୍ତାର କରିବାକୁ ଚାହିଁବେ

ପ୍ରତିକାର – ଶ୍ରୀ ରାମଙ୍କ ସ୍ତୋତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :