• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th April 2023: ଏହି ରାଶିର ବ୍ୟକ୍ତି ଆଜି ସତର୍କ ରୁହନ୍ତୁ, ଅଧିକ ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି...

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ, ଶନିବାର, ଚନ୍ଦ୍ର – ମକର ସନ୍ଧ୍ୟା ୦୬.୪୩ ଗତେ କୁମ୍ବ, ତିଥି – ୧୦ମୀ ରାତ୍ରି ୦୮.୪୫ ଗତେ ୧୧ଶୀ, ଘାତ ଚନ୍ଦ୍ର – ସିଂହ ସନ୍ଧ୍ୟା ୦୬.୪୩ ଗତେ ମିଥୁନ ଓ ମୀନ, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Capricorn

ମକର

Saturday 15 Apr 2023

ଉ, ଷାଢା- ମୂତ୍ରାଶୟ ସଂକ୍ରମଣ ଏବଂ ଅନ୍ୟାନ୍ୟ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ମଧ୍ୟ ଆପଣଙ୍କୁ ହଇରାଣ କରିପାରେ । ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଖୁବ୍ ଭଲ ରହିବ । ବ୍ୟବସାୟରେ ସଫଳତା ହାସଲ କରିପାରିବେ ଏବଂ ଏକ ଦୃଢ଼ ବୃତ୍ତି ଗଢ଼ି ପାରିବେ ।
ଶ୍ରବଣା- ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ । ଶୁଭକାର୍ୟ୍ୟରେ ଆତ୍ମୀୟଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି ।
ଧନିଷ୍ଠା- ସରକାରୀ କ୍ଷେତ୍ରରୁ ଉପକୃତ ହୋଇପାରିବେ । ଶୃଜନା ଶୀଳତା ଓ ଧର୍ମପ୍ରାପ୍ତିରେ ବାଧା ଆସିପାରେ । ଓକିଲଙ୍କ ପାଇଁ  ଦିନଟି ଭଲ ।

ପ୍ରତିକାର – କାଳୀଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :