• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th April 2024: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ ...

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୫ ତାରିଖ ସୋମବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Pisces

ମୀନ

Monday 15 Apr 2024

ପୂ,ଭାଦ୍ରପଦ- ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ । ଅନ୍ୟ କୈାଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି

ଉ,ଭାଦ୍ରପଦ- ବିଦ୍ୟାର୍ଥି ମାନେ ଏକାଗ୍ରତା ରକ୍ଷା କରିବେ । ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି

ରେବତୀ- ଆୟରଉତ୍ସ ବୃଦ୍ଧି ପାଇବା ଫଳରେ , ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର‌୍ୟ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ ।

ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :