• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th April 2024: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ ...

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୫ ତାରିଖ ସୋମବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Gemini

ମିଥୁନ

Monday 15 Apr 2024

ମୃଗଶିରା- ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଆପଣଙ୍କର ବେପରୁଆ ମନୋଭାବ ରହିବ । ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ ।

ଆଦ୍ରା- ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି । ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ

ପୁନର୍ବସୁ- ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର‌୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ ।

ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :