• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ବାଲ୍ୟ ବନ୍ଧୁଙ୍କ ସହିତ ସାକ୍ଷାତ ହେବାର ଯୋଗ ରହିଛି । ଆୟ ଖୁବ୍ ଭଲ ରହିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଅଫିସରେ ବାକି କାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ରଛାତ୍ରୀ ପଢାରେ ମନ ଯୋଗ ରଖିପାରିବେ ନାହିଁ ।

Taurus

ବୃଷ

Tuesday 15 Apr 2025

କୃତିକା- ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ । କୌଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ । ରୋହିଣୀ- ରାଜନୀତିରେ ମୂଖ୍ୟ ଭୂମିକା ଗ୍ରହଣ କରିବେ । ବିରୋଧୀ ଆପଣଙ୍କୁ ବନ୍ଧୁତାର ହାତ ବଢାଇବେ । ସାମାଜିକ ମିଳାମିଶା ବଢିବ । ମୃଗଶିରା- ମହିଳା ମାନେଖାଦ୍ୟ ପ୍ରିୟ ରହିବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ ।  ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।

ପ୍ରତିକାର – ମା' କମଳାଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS