• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ବାଲ୍ୟ ବନ୍ଧୁଙ୍କ ସହିତ ସାକ୍ଷାତ ହେବାର ଯୋଗ ରହିଛି । ଆୟ ଖୁବ୍ ଭଲ ରହିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଅଫିସରେ ବାକି କାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ରଛାତ୍ରୀ ପଢାରେ ମନ ଯୋଗ ରଖିପାରିବେ ନାହିଁ ।

Aquarius

କୁମ୍ଭ

Tuesday 15 Apr 2025

ଧନିଷ୍ଠା- ପିଲାମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଭାଇ-ବନ୍ଧୁଙ୍କ ସହିତ ସମ୍ପର୍କ  ଭଲ ରହିବ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ରହିବ । ଶତଭିଷା- ଛାତ୍ରଛାତ୍ରୀ ମାନସିକ ସ୍ତରରେ ଖୁସି ରହିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ବ୍ୟସ୍ତତା ଭିତରେ ସମୟ ବିତାଇବେ । କୌଣସି କାର୍ଯ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । ପୂ,ଭାଦ୍ରପଦ- କୋର୍ଟ କଚେରୀରେ ଶୁଭ ଫଳ ମିଳିବ । ସନ୍ତାନ ଆପଣଙ୍କୁ କୌଣସି ଭଲ ଖବର ଶୁଣାଇବେ । ମହିଳାମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ ।

ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS