ବାଲ୍ୟ ବନ୍ଧୁଙ୍କ ସହିତ ସାକ୍ଷାତ ହେବାର ଯୋଗ ରହିଛି । ଆୟ ଖୁବ୍ ଭଲ ରହିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଅଫିସରେ ବାକି କାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ରଛାତ୍ରୀ ପଢାରେ ମନ ଯୋଗ ରଖିପାରିବେ ନାହିଁ ।
ପୂ,ଭାଦ୍ରପଦ- ବ୍ୟବସାୟରେ ଦୂର ସ୍ଥାନକୁ ଯାତ୍ରା କରିବେ । ଆପଣଙ୍କ ବ୍ୟଙ୍ଗାତ୍ମକ ବ୍ୟବହାର ଲୋକଙ୍କୁ ପ୍ରଭାବିତ କରିବ । ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । ପୂର୍ବରୁ କରିଥିବା କାମରୁ ଲାଭ ମିଳିପାରେ । ଉ,ଭାଦ୍ରପଦ- ରାଜନିତିରେ ସମର୍ଥନ ହ୍ରାସ ପାଇବ । ଆପଣଙ୍କର ଭଲ ବ୍ୟବହାରରେ ସହକର୍ମୀ ପ୍ରଭାବିତ ହେବେ । ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ । ରେବତୀ- ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ଭୂ-ସମ୍ପତ୍ତି କିଣିବା ପୂର୍ବରୁ ଶୁଭ ମୁହୂର୍ତ୍ତ ଦେଖନ୍ତୁ । ଅଧିକ ଭାବୁକ ହେଲେ ମନ ଅଶାନ୍ତି ରହିବ ।
ପ୍ରତିକାର – ମା' ତାରାଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩