ବାଲ୍ୟ ବନ୍ଧୁଙ୍କ ସହିତ ସାକ୍ଷାତ ହେବାର ଯୋଗ ରହିଛି । ଆୟ ଖୁବ୍ ଭଲ ରହିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଅଫିସରେ ବାକି କାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ରଛାତ୍ରୀ ପଢାରେ ମନ ଯୋଗ ରଖିପାରିବେ ନାହିଁ ।
ମୃଗଶିରା- ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଆଦ୍ରା- ରାଜନୀତିରେ ମନକାମନା ପୂରଣ ହେବ । ଆଇନ ଛାତ୍ରଛାତ୍ରୀ ସମୟର ସଦୁପଯୋଗ କରନ୍ତୁ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତି ଭାବ ପ୍ରକାଶ କରନ୍ତୁ ନାହିଁ । ସୁଯୋଗର ସଦ୍ବ୍ୟବହାର କରି କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କର ପ୍ରିୟଭାଜନ ହେବେ । ପୁନର୍ବସୁ- ପ୍ରେମ ପ୍ରସଙ୍ଗ ପ୍ରତି ଆକର୍ଷଣ ବଢିବ । ମିଥ୍ୟା ଅଭିଯୋଗରେ କୋର୍ଟର ଦ୍ୱାରସ୍ଥ ହେବେ ଜମି, ଦଲାଲଙ୍କୁ ଯଥେଷ୍ଟ ଲାଭ ମିଳିବ । ସ୍ୱାସ୍ଥ୍ୟ ସମନ୍ଧରେ ସମସ୍ୟା ଦୂର ହେବ । ଭାତୃ ସଂପର୍କରେ ଉନ୍ନତି ଘଟିବ ।
ପ୍ରତିକାର – ମାଛମାନଙ୍କୁ ଖାଦ୍ୟ ଦିଅନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫