• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ବାଲ୍ୟ ବନ୍ଧୁଙ୍କ ସହିତ ସାକ୍ଷାତ ହେବାର ଯୋଗ ରହିଛି । ଆୟ ଖୁବ୍ ଭଲ ରହିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଅଫିସରେ ବାକି କାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ରଛାତ୍ରୀ ପଢାରେ ମନ ଯୋଗ ରଖିପାରିବେ ନାହିଁ ।

Cancer

କର୍କଟ

Tuesday 15 Apr 2025

ପୁନର୍ବସୁ- ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ । ବିବାହ ଆଦି ଶୁଭ କାର୍ଯ୍ୟରେ ଯୋଗ ଦେଇ ମନ ଖୁସି ରହିବ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ପୁଷ୍ୟା- ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ । ଅଫିସରେ ଆପଣଙ୍କୁ ଅଧିକ ସମୟ କାମ କରିବାକୁ ପଡିବ । ଛାତ୍ରଛାତ୍ରୀ ଉତ୍ତମ ଫଳ ପ୍ରଦର୍ଶନ କରିବେ । ଅଶ୍ଲେଷା- ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ ।  ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ଆପଣଙ୍କ ଶକ୍ତିର ସ୍ତର ଉଚ୍ଚା ରହିବ ।

ପ୍ରତିକାର – ଶ୍ରୀ ଗଣେଶଙ୍କ ମନ୍ତ୍ର ପାଠ କରନ୍ତୁ 
 
ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS