ବାଲ୍ୟ ବନ୍ଧୁଙ୍କ ସହିତ ସାକ୍ଷାତ ହେବାର ଯୋଗ ରହିଛି । ଆୟ ଖୁବ୍ ଭଲ ରହିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଅଫିସରେ ବାକି କାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ରଛାତ୍ରୀ ପଢାରେ ମନ ଯୋଗ ରଖିପାରିବେ ନାହିଁ ।
ମଘା- ସପରିବାର ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରି ପାରନ୍ତି । ବାପା, ମାଙ୍କ ଆର୍ଶୀବାଦ ଲକ୍ଷ୍ୟ ସ୍ଥଳରେ ପହଞିବାରେ ସାହାଯ୍ୟ କରିବ । କୌଣସି ପୁରୁଣା ବିବାଦର ସମ୍ମୁଖିନ କରିବାକୁ ପଡିବ । ପୂ,ଫାଲଗୁନି- ଶିକ୍ଷାର୍ଥୀମାନେ ଆତ୍ମନିର୍ଭରଶୀଳ ରହିବେ । ସରକାରୀ ସଂସ୍ଥା କାମରେ ସହଯୋଗ କରିପାରନ୍ତି । ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ । ବ୍ୟୟ ବୃଦ୍ଧି ଦେଖାଦେଲେ ମଧ୍ୟ , ଆୟ ବଜାୟ ରହିବ । ଉ,ଫାଲଗୁନି- ପ୍ରଭାବଶାଳୀ ବ୍ୟକ୍ତିଙ୍କ ଦ୍ୱାରା ଅଭିଳାଷା ପୂରଣ ହେବ । ଜମିଜମା କିଣିବାର ସୁଯୋଗ ରହିଛି । କୌଣସି ଗୋଟେ ବଡ ପଦବୀ ଯାଇପାରେ ।
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧