ବାଲ୍ୟ ବନ୍ଧୁଙ୍କ ସହିତ ସାକ୍ଷାତ ହେବାର ଯୋଗ ରହିଛି । ଆୟ ଖୁବ୍ ଭଲ ରହିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଅଫିସରେ ବାକି କାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ରଛାତ୍ରୀ ପଢାରେ ମନ ଯୋଗ ରଖିପାରିବେ ନାହିଁ ।
ଉ,ଫଳଗୁନି- କମ୍ ପରିଶ୍ରମ କରି ନିଜର ଉଦ୍ଦେଶ୍ୟ ହାସଲ କରିନେବେ । ପ୍ରଭାବଶାଳୀ ଲୋକଙ୍କ ସହଯୋଗରେ ଆପଣଙ୍କର ଉତ୍ସାହ ଦ୍ୱିଗୁଣ ହେବ । କାହା ସହ କଟୁ ଭାଷାରେ କଥା ହୁଅନ୍ତୁ ନାହିଁ । ହସ୍ତା- ଅଫିସରେ ଆପଣଙ୍କ କାମ ଦେଖି କର୍ତ୍ତୃପକ୍ଷ ଖୁସି ହେବେ । କାହା ପ୍ରତି ଆପଣଙ୍କ ମନ୍ତବ୍ୟ ପ୍ରକାଶ କରନ୍ତୁ ନାହିଁ । କାମରେ ଆପଣଙ୍କର ଏକାଗ୍ରତା ବଜାୟ ରହିବ । ଚିତ୍ରା- କର୍ମକ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବାକୁ ପଡିପାରେ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ ।
ପ୍ରତିକାର- ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫