ବାଲ୍ୟ ବନ୍ଧୁଙ୍କ ସହିତ ସାକ୍ଷାତ ହେବାର ଯୋଗ ରହିଛି । ଆୟ ଖୁବ୍ ଭଲ ରହିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଅଫିସରେ ବାକି କାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ରଛାତ୍ରୀ ପଢାରେ ମନ ଯୋଗ ରଖିପାରିବେ ନାହିଁ ।
ଚିତ୍ରା- ବାଲ୍ୟ ବନ୍ଧୁଙ୍କ ସହିତ ସାକ୍ଷାତ ହେବାର ଯୋଗ ରହିଛି । ଆୟ ଖୁବ୍ ଭଲ ରହିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ସ୍ୱାତୀ- ଅଫିସରେ ବାକି କାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ରଛାତ୍ରୀ ପଢାରେ ମନ ଯୋଗ ରଖି ପାରିବେ ନାହିଁ । କୌଣସି କଥାକୁ ନେଇ ମତାନ୍ତର ଦେଖାଦେଇ ପାରେ । ବିଶାଖା- ପେସାଦାର ବ୍ୟବସାୟୀମାନଙ୍କ ଠାରୁ ସାବଧାନ୍ ରୁହନ୍ତୁ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । ମହିଳାମାନେ କଠିନ ପରିଶ୍ରମ କରିବେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମଗୁଡିକ ସହଜ ହେଇଯିବ । କିଛି ମାତ୍ରାରେ ସ୍ୱାସ୍ଥ୍ୟରେ ଅବନତି ହେବ ।
ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨