• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ବାଲ୍ୟ ବନ୍ଧୁଙ୍କ ସହିତ ସାକ୍ଷାତ ହେବାର ଯୋଗ ରହିଛି । ଆୟ ଖୁବ୍ ଭଲ ରହିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଅଫିସରେ ବାକି କାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ରଛାତ୍ରୀ ପଢାରେ ମନ ଯୋଗ ରଖିପାରିବେ ନାହିଁ ।

Scorpio

ବିଛା

Tuesday 15 Apr 2025

ବିଶାଖା- ଜୀବନସାଥିଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ । ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ଅନୁରାଧା- ବିଦ୍ୟାର୍ଥୀ ମାନେ ପଢାରେ ମନନିବେଶ କରିବେ । ବାହନ କିଣିବା ଲାଗି ଆଗ୍ରହ ବଢିବ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ପ୍ରେମିକାକୁ ମନର କଥା କହିବେ । ଜ୍ୟେଷ୍ଠା- ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ । ଜମିରେ ନିବେଶ କରନ୍ତୁ ଲାଭ ମିଳିବ । ଦୈନିକ କାର‌୍ୟ୍ୟସୂଚୀରେ ପରିବର୍ତନ କରିବେ ।

ପ୍ରତିକାର – ବଗଳାମୁଖୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS