• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ବାଲ୍ୟ ବନ୍ଧୁଙ୍କ ସହିତ ସାକ୍ଷାତ ହେବାର ଯୋଗ ରହିଛି । ଆୟ ଖୁବ୍ ଭଲ ରହିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଅଫିସରେ ବାକି କାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ରଛାତ୍ରୀ ପଢାରେ ମନ ଯୋଗ ରଖିପାରିବେ ନାହିଁ ।

Sagittarius

ଧନୁ

Tuesday 15 Apr 2025

ମୂଳା- ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବା ସହ ଆତ୍ମୀୟମାନଙ୍କ ଅବଦାନକୁ ପାଶୋରି ପାରିବେ ନାହିଁ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । ପ୍ରେମ ପ୍ରସଙ୍ଗ ପ୍ରତି ଆକର୍ଷଣ ବଢିବ ।
ପୂ,ଷାଢା- ଛାତ୍ରଛାତ୍ରୀ ପରୀକ୍ଷାରେ ଉତ୍ତମ ଫଳ ପ୍ରଦର୍ଶନ କରିବେ । ଚାକିରି କ୍ଷେତ୍ରରେ ନିଜର ତୀକ୍ଷ୍ମ ବୁଦ୍ଧିମତାର ପରିଚୟ ଦେବେ । ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଉ,ଷାଢା- ସ୍ଥଗିତ ଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯାଇପାରେ । ଇଚ୍ଛା ନଥିଲେ ମଧ୍ୟ ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ସାମାଜିକ କ୍ଷେତ୍ରରେ ଆପଣଙ୍କର କାର୍ଯ୍ୟକଳାପ ବୃଦ୍ଧି ପାଇବ ।

ପ୍ରତିକାର– ଅସହାୟ ବ୍ୟକ୍ତିଙ୍କୁ ସାହାଯ୍ୟ କରନ୍ତୁ
 
ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS