• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ବାଲ୍ୟ ବନ୍ଧୁଙ୍କ ସହିତ ସାକ୍ଷାତ ହେବାର ଯୋଗ ରହିଛି । ଆୟ ଖୁବ୍ ଭଲ ରହିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଅଫିସରେ ବାକି କାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ରଛାତ୍ରୀ ପଢାରେ ମନ ଯୋଗ ରଖିପାରିବେ ନାହିଁ ।

Capricorn

ମକର

Tuesday 15 Apr 2025

ଉ,ଷାଢା- ଶାରୀରିକ ପିଡା ଭୋଗ କରି ପାରନ୍ତି ।  ପଇସାର ଅଭାବ ଅନୁଭବ କରିପାରନ୍ତି । ଘର ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ । ଶ୍ରବଣା- ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ । ଭାବିଚିନ୍ତି ଖର୍ଚ୍ଚ କରନ୍ତୁ । ଧନିଷ୍ଠା- ଜମି କ୍ରୟ କରି ଖୁସି ରହିବେ । କୌଣସି କଥାକୁ ନେଇ ଭାବୁକ ରହିବେ । ଯେଉଁ କାମ କରିବାକୁ ଚାହିଁବେ ତାକୁ ମନପ୍ରାଣ ଢାଳି ପୂରା କରିଦେବେ ।

ପ୍ରତିକାର– ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS