• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th August 2023: ଖୁସି ଖବର ପାଇପାରନ୍ତି, ବ୍ୟବସାୟରେ ଅଧିକ ଲାଭ ହୋଇପାରେ...

ସୌର  କର୍କଟ  ମାସ ଶ୍ରାବଣ (ମଳ)କୃଷ୍ଣପକ୍ଷ। ଇଂରାଜୀରେ ୧୫ ତାରିଖ ମଙ୍ଗଳବାର, ଚନ୍ଦ୍ର- କର୍କଟ ଅହୋରାତ୍ରି ତିଥି – ୧୪ଶୀ ଦିବା ୧୨.୪୩ ଗତେ ଅମାବାସ୍ୟା ଘାତ ଚନ୍ଦ୍ର –ନାସ୍ତି ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ କୃଷିହାନି ଭୂମିଦାନ

Aries

ମେଷ

Tuesday 15 Aug 2023

ପୂ, ଭାଦ୍ରପଦ - ପୁରାତନ ରୋଗପୀଡା ଯୋଗୁ ମାନସିକ ସୁସ୍ଥତା ହରାଇପାରନ୍ତି । ବ୍ୟବସାୟ, କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ। କର୍ମକ୍ଷେତ୍ରରେ ନିଜର ଲୋକମାନେ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ ସବୁ କିଛି ଠିକ୍ ହୋଇଯିବ।
ଉ, ଭାଦ୍ରପଦ- ସଭାସମିତିରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ଉଚ୍ଚଶିକ୍ଷା ପଢିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କୁ ଭଲ ସୁଯୋଗ ମିଳିବ । ସାହିତ୍ୟିକ ମାନଙ୍କ ପାଇଁ ଦିନଟି ଶୁଭ ରହିବ ।
 ରେବତୀ- ଭ୍ରମଣ ହେତୁ  କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଲାଗିରହିଥିବା ଜମିବାଡି ମାମଲା ତୁଟିଯିବ । ଯାନବାହନ ପ୍ରତି ସତର୍କ ରୁହନ୍ତୁ । ଇଚ୍ଛା ପୂରା କରିବାର ପ୍ରୟାସ ସଫଳ ହେବ।

ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :