• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th August 2023: ଖୁସି ଖବର ପାଇପାରନ୍ତି, ବ୍ୟବସାୟରେ ଅଧିକ ଲାଭ ହୋଇପାରେ...

ସୌର  କର୍କଟ  ମାସ ଶ୍ରାବଣ (ମଳ)କୃଷ୍ଣପକ୍ଷ। ଇଂରାଜୀରେ ୧୫ ତାରିଖ ମଙ୍ଗଳବାର, ଚନ୍ଦ୍ର- କର୍କଟ ଅହୋରାତ୍ରି ତିଥି – ୧୪ଶୀ ଦିବା ୧୨.୪୩ ଗତେ ଅମାବାସ୍ୟା ଘାତ ଚନ୍ଦ୍ର –ନାସ୍ତି ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ କୃଷିହାନି ଭୂମିଦାନ

Aquarius

କୁମ୍ଭ

Tuesday 15 Aug 2023

ଧନିଷ୍ଠା- ବାଣିଜ୍ୟ, ବ୍ୟବସାୟ, ସଙ୍ଗଠନ, ପ୍ରଶାସନ, ଗଣ ଯୋଗାଯୋଗ ପାଇଁ ଦିନଟି ଭଲ । କଳା,ସାହିତ୍ୟ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ । ଅଫିସରେ ଗୁରୁତ୍ୱପୂର୍ଣ୍ଣ କାମଗୁଡ଼ିକ ସମ୍ପର୍କରେ ଆଲୋଚନା ଅସମାପ୍ତ ରହିପାରେ।
ଶତଭିଷା- ବିଦ୍ୟାର୍ଥୀମାନେ କ୍ୟାରିୟରକୁ ନେଇ ଚିନ୍ତାରେ ରହିରେ । ରାଜନୈତିକ ସ୍ଥିତିରେ ପଦମର୍ଯାଦା ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କ କ୍ରୋଧରୁ ହଇରାଣ ହୋଇପାରନ୍ତି । 
ପୂ, ଭାଦ୍ରପଦ- ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇବେ । ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ। କାମ ହାସଲ ସକାଶେ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୋଇପାରନ୍ତି ।

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :