• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th August 2023: ଖୁସି ଖବର ପାଇପାରନ୍ତି, ବ୍ୟବସାୟରେ ଅଧିକ ଲାଭ ହୋଇପାରେ...

ସୌର  କର୍କଟ  ମାସ ଶ୍ରାବଣ (ମଳ)କୃଷ୍ଣପକ୍ଷ। ଇଂରାଜୀରେ ୧୫ ତାରିଖ ମଙ୍ଗଳବାର, ଚନ୍ଦ୍ର- କର୍କଟ ଅହୋରାତ୍ରି ତିଥି – ୧୪ଶୀ ଦିବା ୧୨.୪୩ ଗତେ ଅମାବାସ୍ୟା ଘାତ ଚନ୍ଦ୍ର –ନାସ୍ତି ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ କୃଷିହାନି ଭୂମିଦାନ

Leo

ସିଂହ

Tuesday 15 Aug 2023

ମଘା- ପରିବାରରେ ଲାଗିରହିଥିବା ଅଶାନ୍ତି ଦୂର ହେବ । ଅଫିସ୍‌ରେ ଅଧିକ ସମୟ କାମ କରି ଅସୁସ୍ଥତା ଅନୁଭବ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ ।
ପୂ-ଫାଲ୍‌ଗୁନୀ- ସାମାଜିକ ପରିସର ବୃଦ୍ଧି ପାଇବ । ସଙ୍ଗିତ କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କ ପାଇଁ ଦିନଟି ଭଲ ରହିବ । ଜୀବନ ସାଥୀଙ୍କ  ସହିତ ପୂର୍ବ କଥାକୁ ନେଇ ମନୋମାଳିନ୍ୟ ହେବେ ।
ଉ-ଫାଲ୍‌ଗୁନୀ - କ୍ୟାରିୟରରେ ଆଗକୁ ବଢ଼ିବା ପାଇଁ ଦୃଢ଼ ନିଷ୍ପତ୍ତି ନେବେ । କୌଣସି ଜରୁରୀ କାମରେ ଯାତ୍ରାରେ ଯିବେ । କୋର୍ଟ କ୍ଷେତ୍ରରେ ସମସ୍ୟା ସମାଧାନ ହେବାର ସୂଚନାପ୍ରାପ୍ତ ହେବ। 

ପ୍ରତିକାର – ଘରର ବଡ ଲୋକ ମାନଙ୍କଠାରୁ ଆର୍ଶିବାଦ ନେଇ କର୍ମ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :