• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th August 2023: ଖୁସି ଖବର ପାଇପାରନ୍ତି, ବ୍ୟବସାୟରେ ଅଧିକ ଲାଭ ହୋଇପାରେ...

ସୌର  କର୍କଟ  ମାସ ଶ୍ରାବଣ (ମଳ)କୃଷ୍ଣପକ୍ଷ। ଇଂରାଜୀରେ ୧୫ ତାରିଖ ମଙ୍ଗଳବାର, ଚନ୍ଦ୍ର- କର୍କଟ ଅହୋରାତ୍ରି ତିଥି – ୧୪ଶୀ ଦିବା ୧୨.୪୩ ଗତେ ଅମାବାସ୍ୟା ଘାତ ଚନ୍ଦ୍ର –ନାସ୍ତି ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ କୃଷିହାନି ଭୂମିଦାନ

Scorpio

ବିଛା

Tuesday 15 Aug 2023

ବିଶାଖା- କର୍ମଜୀବୀମାନଙ୍କ ପାଇଁ କର୍ମକ୍ଷେତ୍ରରେ ଉଚ୍ଚ ପଦବୀ ଓ ପ୍ରମୋସନ ମିଳିପାରେ । ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ଅଭିବୃଦ୍ଧି ଘଟିବ । ବନ୍ଧୁ ଓ ପରିବାର ସହ ଭ୍ରମଣ ପାଇଁ ଯାଇପାରନ୍ତି ।
ଅନୁରାଧା- ରାଜନୈତିକ ବ୍ୟକ୍ତିଙ୍କ ପାଇଁ ଦିନଟି ଭଲରହିବ ନାହିଁ । ବିଦ୍ୟର୍ଥୀମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଫଳତା ହାସଲ କରିବେ । ବୈବାହିକ ଜୀବନରେ ଅଶାନ୍ତି ସୃଷ୍ଟି ହୋଇପାରେ ।
ଜ୍ୟୋଷ୍ଠା- ମନରେ ସର୍ବଦା ଭୟ ଓ ଅଶୁଭ ଆଶଙ୍କା ସୃଷ୍ଟି ହେବ । ନୂତନ ଗୃହ କାର୍ଯ୍ୟ କରିବାର ସୁଯୋଗ ପାଇବେ । ଗୁରୁଜନମାନେ ପିଲାମାନଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ ।

ପ୍ରତିକାର – ସିନ୍ଦୂର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :