• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th August 2023: ଖୁସି ଖବର ପାଇପାରନ୍ତି, ବ୍ୟବସାୟରେ ଅଧିକ ଲାଭ ହୋଇପାରେ...

ସୌର  କର୍କଟ  ମାସ ଶ୍ରାବଣ (ମଳ)କୃଷ୍ଣପକ୍ଷ। ଇଂରାଜୀରେ ୧୫ ତାରିଖ ମଙ୍ଗଳବାର, ଚନ୍ଦ୍ର- କର୍କଟ ଅହୋରାତ୍ରି ତିଥି – ୧୪ଶୀ ଦିବା ୧୨.୪୩ ଗତେ ଅମାବାସ୍ୟା ଘାତ ଚନ୍ଦ୍ର –ନାସ୍ତି ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ କୃଷିହାନି ଭୂମିଦାନ

Sagittarius

ଧନୁ

Tuesday 15 Aug 2023

ମୂଳା- ବ୍ୟବସାୟକୁ ସଙ୍କୁଚିତ କରିନେଇ ପାରନ୍ତି । ବନ୍ଧୁଙ୍କ ପରାମର୍ଶ ଓ ସହଯୋଗରୁ ସମସ୍ୟା ସମାଧାନ ହୋଇଯିବ। ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ।
ପୂ, ଷାଢା-କର୍ମକ୍ଷେତ୍ରରେ ପଦମର୍ଯାଦା ବୃଦ୍ଧି ଘଟିବ, ମାତ୍ର ଆତ୍ମୀୟସ୍ୱଜନଙ୍କ ପାଇଁ ଚିନ୍ତା ବଢ଼ିପାରେ। ସାଧାରଣ କଥାରେ ସ୍ୱାମୀଙ୍କ ସହ ଯୁକ୍ତିତର୍କ କରି ଅଶାନ୍ତ ରହିବେ ।କୌଣସି କାମ ଠିକ୍ ସମୟରେ ନ ହେବା କାରଣରୁ ମନଦୁଃଖ କରିପାରନ୍ତି 
ଉ, ଷାଢା-ଜମିଜମା ସମ୍ପର୍କିତ ଆଲୋଚନାରେ ସଫଳତା ହାସଲ କରିବେ ।  ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ଖଳଲୋକ ମାନଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି।

ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :