• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th August 2023: ଖୁସି ଖବର ପାଇପାରନ୍ତି, ବ୍ୟବସାୟରେ ଅଧିକ ଲାଭ ହୋଇପାରେ...

ସୌର  କର୍କଟ  ମାସ ଶ୍ରାବଣ (ମଳ)କୃଷ୍ଣପକ୍ଷ। ଇଂରାଜୀରେ ୧୫ ତାରିଖ ମଙ୍ଗଳବାର, ଚନ୍ଦ୍ର- କର୍କଟ ଅହୋରାତ୍ରି ତିଥି – ୧୪ଶୀ ଦିବା ୧୨.୪୩ ଗତେ ଅମାବାସ୍ୟା ଘାତ ଚନ୍ଦ୍ର –ନାସ୍ତି ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ କୃଷିହାନି ଭୂମିଦାନ

Capricorn

ମକର

Tuesday 15 Aug 2023

ଉ, ଷାଢା- ପାରିବାରିକ ଉନ୍ନତି ଦିଗରେ ଚେଷ୍ଟିତ ହେବେ । ସାମାନ୍ୟ ଶାରୀରିକ ଅସୁସ୍ଥ ଅନୁଭବ କରିପାରନ୍ତି । ବ୍ୟବସାୟ, ପରିବହନ, ନିର୍ମାଣ କ୍ଷେତ୍ରରେ ସମସ୍ୟା ଲାଗି ରହିବ। 
ଶ୍ରବଣା- ସଭାସମିତିରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ଶତ୍ରୁତାର ଅବସାନ ଘଟିବା ସାଙ୍ଗକୁ ହଠାତ୍ ଦୂରଯାତ୍ରା କରିବାକୁ ପଡ଼ିପାରେ । ଅଫିସ୍ କାମର ଚାପ ପ୍ରଭାବରୁ ଟେନ୍‌ସନ୍‌ କିଛି ମାତ୍ରାରେ ଲାଗିରହିବ। 
ଧନିଷ୍ଠା- ଗୃହ ସମସ୍ୟା, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ । କଚେରି ମାମଲା ଅନୁକୂଳ ରହିବ

ପ୍ରତିକାର – ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :