• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର ଚନ୍ଦ୍ର- ବିଛା ଦିବା ୧୨.୫୧ ଗତେ ଧନୁ ତିଥି- ୧୦ମୀ ଦିବା ୧୦.୨୭ ଗତେ ୧୧ଶୀ ଘାତଚନ୍ଦ୍ର- ଦିବା ୧୨.୫୧ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି ।

Taurus

ବୃଷ

Thursday 15 Aug 2024

କୃତିକା- ସବୁ କାମରେ ଆଗୁଆ ରହି କାମ କରିବା ହେତୁ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ। ପରିବାରର ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ। ସାହିତ୍ୟ ଚର୍ଚ୍ଚା ଓ ସାମ୍ବାଦିକତାରୁ ପ୍ରଶଂସିତ ହେବେ।

ରୋହିଣୀ- ମାଙ୍ଗଳିକ କାର‌୍ୟ୍ୟ ସକାଶେ ଆତ୍ମୀୟଙ୍କ ସହ ଆଲୋଚନା କରିପାରନ୍ତି। କର୍ମକ୍ଷେତ୍ରରେ କୌଣସି ବନ୍ଧୁଙ୍କ ଅସଂଯତ କାର‌୍ୟ୍ୟକଳାପ ସମସ୍ୟାକୁ ବଢାଇ ଦେବ। ସାମ୍ବାଦିକତା କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।

ମୃଗଶିରା- ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ । ଉତରାଧିକାରୀ ସୂତ୍ରରେ କୈାଣସି ସମ୍ପତିର ମାଲିକାନା ପାଇପାରନ୍ତି । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ

ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :