• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର ଚନ୍ଦ୍ର- ବିଛା ଦିବା ୧୨.୫୧ ଗତେ ଧନୁ ତିଥି- ୧୦ମୀ ଦିବା ୧୦.୨୭ ଗତେ ୧୧ଶୀ ଘାତଚନ୍ଦ୍ର- ଦିବା ୧୨.୫୧ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି ।

Aquarius

କୁମ୍ଭ

Thursday 15 Aug 2024

ଧନିଷ୍ଠା- ପରିବାରର ଲୋକେ ଆପଣଙ୍କ କଥାକୁ ସହମତି ଦେବେ । କୃଷି ସମ୍ବନ୍ଧୀୟ କାର‌୍ୟ୍ୟରେ ଭଲ ଲାଭ ହେବାର ସମ୍ଭାବନା ଅଛି । ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି।

ଶତଭିଷା- ବିବାହିତ ଜୀବନରେ କୌଣସି ପ୍ରକାରର ସମସ୍ୟା ହେବାର ସମ୍ଭାବନା କମ୍ ରହିବ । କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଭୈାତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି ।

ପୂ,ଭାଦ୍ରପଦ- ଋଣମୁକ୍ତିର ରାସ୍ତା ପରିଷ୍କାର ହେବ । ନିଜର କର୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ମାଲିମକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।

ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :