• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର ଚନ୍ଦ୍ର- ବିଛା ଦିବା ୧୨.୫୧ ଗତେ ଧନୁ ତିଥି- ୧୦ମୀ ଦିବା ୧୦.୨୭ ଗତେ ୧୧ଶୀ ଘାତଚନ୍ଦ୍ର- ଦିବା ୧୨.୫୧ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି ।

Pisces

ମୀନ

Thursday 15 Aug 2024

ପୂ, ଭାଦ୍ରପଦ- ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ । ଗୁରୁଙ୍କର ପରାମର୍ଶରେ ଧର୍ମମାର୍ଗରେ ଯିବା ପାଇଁ ମନବଳାଇ ପାରନ୍ତି । ପିଲାମାନଙ୍କର ଉନ୍ନତିରେ ଖୁସି ଅନୁଭବ କରିବେ।

ଉ, ଭାଦ୍ରପଦ- କର୍ମ କ୍ଷେତ୍ରରେ ଅର୍ଥାତ୍ ଚାକିରି ହେଉ କି ବ୍ୟବସାୟ-ବାଣିଜ୍ୟ ହେଉ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ବେଳେବେଳେ ଧନ ପ୍ରାପ୍ତି ଆଦି ଶୁଭଫଳ ମଧ୍ୟ ପାଇବେ ।

ରେବତୀ- ନୂତନ ଗୃହପୋକରଣ କ୍ରୟ କରିପାରନ୍ତି । ସାହିତ୍ୟ, ଗବେଷଣା ତଥା ରଚନାତ୍ମକ କାର‌୍ୟ୍ୟରେ ଅଗ୍ରଗତି ଘଟିବ । ପିଲାଙ୍କ ସକାଶେ ଅଶାନ୍ତି ରହି କୌଣସି କାମକୁ ଠିକ୍ ଭାବେ କରିପାରିବେ ନାହିଁ।

ପ୍ରତିକାର – ମା’ ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :