• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର ଚନ୍ଦ୍ର- ବିଛା ଦିବା ୧୨.୫୧ ଗତେ ଧନୁ ତିଥି- ୧୦ମୀ ଦିବା ୧୦.୨୭ ଗତେ ୧୧ଶୀ ଘାତଚନ୍ଦ୍ର- ଦିବା ୧୨.୫୧ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି ।

Gemini

ମିଥୁନ

Thursday 15 Aug 2024

ମୃଗଶିରା- ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବସ୍ତ୍ର, ବ୍ୟବସାୟ, ଖାଦ୍ୟ ପ୍ରଦାନ ବ୍ୟବସାୟ ସୈାଖିନ ସାମଗ୍ରୀ ବ୍ୟବସାୟ , ଘର ସାଜସଜ୍ଜାକୁ ନେଇ ବ୍ୟବସାୟରେ ଲାଭବାନ ହେବେ । କୌଣସି ଛୋଟ ସମସ୍ୟା କିମ୍ବା ବିବାଦ ମଧ୍ୟ ହ୍ରାସ ପାଇବ।

ଆଦ୍ରା- କରଜ ପରିଶୋଧ କରିବାରେ ସକ୍ଷମ ହେବେ । ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ । କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ । ରାଜନୀତିରେ ବହୁତ ଆଗକୁ ଯିବେ।

ପୁନର୍ବସୁ- ରାଜନୀତିରେ ନିଷ୍କ୍ରିୟ ରହିବାର ସୂଚନା ମିଳିବ । କୋର୍ଟରେ ମାମଲା ପାଇଁ ଶତୃ ବୃଦ୍ଧି ହୋଇପାରନ୍ତି । ନୂଆ ଉପାୟ ପ୍ରୟୋଗ କରିବେ ସାଂସୃତିକ କାର‌୍ୟ୍ୟରେ ଅଗ୍ରଣି ହୋଇ ସାମାଜିକ ସ୍ଥିତିକୁ ସୁଦୃଢ କରିବେ।

ପ୍ରତିକାର – ମା’ ବିରଜାଙ୍କର ଆରଧନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :