• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର ଚନ୍ଦ୍ର- ବିଛା ଦିବା ୧୨.୫୧ ଗତେ ଧନୁ ତିଥି- ୧୦ମୀ ଦିବା ୧୦.୨୭ ଗତେ ୧୧ଶୀ ଘାତଚନ୍ଦ୍ର- ଦିବା ୧୨.୫୧ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି ।

Cancer

କର୍କଟ

Thursday 15 Aug 2024

ପୁନର୍ବସୁ- ବକେୟା ଅର୍ଥ ଆଦାୟ ସକାଶେ ଅନ୍ୟର ସାହାଯ୍ୟ ନେବାର ସମ୍ଭାବନା ରହିଛି । ଦୀର୍ଘ ଦିନରୁ କଥାବାର୍ତ୍ତା କରୁ ନ ଥିବା ବନ୍ଧୁଟି ନିକଟକୁ ଆସିବେ । ମାନସିକ ଅସ୍ଥିରତା କାରଣରୁ କର୍ମ କ୍ଷେତ୍ରରେ ଅଶାନ୍ତି ଲାଗିପାରେ।

ପୁଷ୍ୟା- ରାଜନୀତି, ପ୍ରଶାସନ, ସଭାସମିତି, ଲେଖାପଢ଼ା, ଯାତ୍ରା ପାଇଁ ଦିନଟି ଭଲ। ଅସମର୍ଥିତ ସୂତ୍ରରୁ ଭୁଲ୍ ଖବର ପାଇ ସାମୟିକ ବିବ୍ରତ ହେବେ।

ଅଶ୍ଳେଷା- ନୂତନ ଉତ୍ସାହ ଓ ଆନନ୍ଦମୟ ପରିବେଶରେ ସମୟ ଅତିବାହିତ ହେବ । ସ୍ୱାସ୍ଥ୍ୟରେ ଉନ୍ନତି, ପରିବାର ସଦସ୍ୟଙ୍କ ଆଶାପୂରଣ ଓ ଯାତ୍ରାରେ ସଫଳତା ପାଇବେ।

ପ୍ରତିକାର – କୌଣସି ଅସହାୟ ବ୍ୟକ୍ତିଙ୍କୁ ସାହାର‌୍ୟ୍ୟ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :