• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର ଚନ୍ଦ୍ର- ବିଛା ଦିବା ୧୨.୫୧ ଗତେ ଧନୁ ତିଥି- ୧୦ମୀ ଦିବା ୧୦.୨୭ ଗତେ ୧୧ଶୀ ଘାତଚନ୍ଦ୍ର- ଦିବା ୧୨.୫୧ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି ।

Leo

ସିଂହ

Thursday 15 Aug 2024

ମଘା- ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ମାନସିକ ଚାପରୁ ଦୂରେଇ ରୁହନ୍ତୁ ।

ପୂ,ଫାଲଗୁନି- ପରିବାରରେ କୈାଣସି ଗୁରୁ ଦାୟିତ୍ୱ ତୁଲାଇବେ । ନିଜ ମାଲିକାନାରେ ଥିବା ସମ୍ପତିକୁ ହସ୍ତାନ୍ତର କରିପାରନ୍ତି । ଜୀବନସାଥୀଙ୍କ ସହିତ ବିବାଦ ଗ୍ରସ୍ତ ହୋଇପାରନ୍ତି ।

ଉ,ଫାଲଗୁନି- ବ୍ୟକ୍ତି ଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍ରେ ହୋଇଯିବ । କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ।

ପ୍ରତିକାର – ଶ୍ରୀ ରାମଙ୍କର ପୂଜାପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :