• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର ଚନ୍ଦ୍ର- ବିଛା ଦିବା ୧୨.୫୧ ଗତେ ଧନୁ ତିଥି- ୧୦ମୀ ଦିବା ୧୦.୨୭ ଗତେ ୧୧ଶୀ ଘାତଚନ୍ଦ୍ର- ଦିବା ୧୨.୫୧ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି ।

Libra

ତୁଳା

Thursday 15 Aug 2024

ଚିତ୍ରା- ମାନସିକ ଅବସ୍ଥାରେ ପରିବର୍ତନ ହୋଇପାରେ । ଜୀବନସାଥୀଙ୍କର ସ୍ୱାସ୍ଥ୍ୟକୁ ନେଇ କିଛି ସମୟ ପାଇଁ ଚିନ୍ତିତ ହୋଇପାରନ୍ତି । କରିଥିବା କର୍ମ ପାଇଁ ଆପଣଙ୍କୁ କିଛି ଅସୁବିଧା ଭୋଗ କରିବାକୁ ପଡିପାରେ ।

ସ୍ୱାତୀ- ଅଧା ଥିବା କାମ ପୁରା କରିବାକୁ ଚେଷ୍ଟା କରିବେ । ବ୍ୟବସାୟ କ୍ଷେତ୍ରରେ ଯଥେଷ୍ଟ ଅଗ୍ରଗତି ଘଟିପାରେ । ଶିକ୍ଷାର୍ଥୀଙ୍କ ଉଚ୍ଚ ଆଶା ସଫଳ ହୋଇପାରେ ।

ବିଶାଖା- ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ଲାଭ କରିବେ । ରାଜନୀତିରେ ସଫଳତା ମିଳିବ ।

ପ୍ରତିକାର – ଶ୍ରୀ ଭାର୍ଗବୀଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :