• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର ଚନ୍ଦ୍ର- ବିଛା ଦିବା ୧୨.୫୧ ଗତେ ଧନୁ ତିଥି- ୧୦ମୀ ଦିବା ୧୦.୨୭ ଗତେ ୧୧ଶୀ ଘାତଚନ୍ଦ୍ର- ଦିବା ୧୨.୫୧ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି ।

Sagittarius

ଧନୁ

Thursday 15 Aug 2024

ମୂଳା- ବହୁ ଦିନରୁ ଲାଗି ରହିଥିବା ରୋଗ ଭଲ ହୋଇଯିବ । ନିଜର ଦକ୍ଷତା ପଦର୍ଶନ କରିବା ପାଇଁ ସୁଯୋଗ ପାଇବେ । ଆକସ୍ମିକ ଧନ ଲାଭ ହୋଇପାରେ । ଆପଣଙ୍କର ସମ୍ପର୍କରେ ମଧୁରତା ଆସିପାରେ ।

ପୂ,ଷାଢା- ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ଅଧ୍ୟୟନରେ ଭଲ ଫଳାଫଳ ପାଇବାର ସମ୍ଭାବନା ରହିବ । କାର‌୍ୟ୍ୟ କ୍ଷେତ୍ରରେ ସଂଘର୍ଷ ଦେଇ ଗତିକଲେ ମଧ୍ୟ ସଫଳତା ପାଇବେ।

ଉ,ଷାଢା- କୋର୍ଟର ସହୟତା ପାଇବେ । ରାଜନିତିରେ ଲୋକ ପ୍ରିୟତା ବଢାଇବା ପାଇଁ ଚେଷ୍ଟା କରିବେ । ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ ।

ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :