• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର ଚନ୍ଦ୍ର- ବିଛା ଦିବା ୧୨.୫୧ ଗତେ ଧନୁ ତିଥି- ୧୦ମୀ ଦିବା ୧୦.୨୭ ଗତେ ୧୧ଶୀ ଘାତଚନ୍ଦ୍ର- ଦିବା ୧୨.୫୧ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି ।

Capricorn

ମକର

Thursday 15 Aug 2024

ଉ, ଷାଢା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦ ଅନୁଭବ କରିବେ । ଭ୍ରାତୃ ସମ୍ପର୍କ କ୍ଷେତ୍ରରେ ସଫଳତା ପ୍ରଦାନ କରିବ । କର୍ମକ୍ଷେତ୍ରରେ ନିଜ ଉପରେ ନ୍ୟସ୍ତ ଥିବା କାର‌୍ୟ୍ୟକୁ ଏକାଗ୍ରତା ସହ ତୁଲାଇବେ।

ଶ୍ରବଣା- ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂର ହୋଇଯିବ । ଚେଷ୍ଟା କରୁଥିବା ଦିଗରୁ ଧନ ପାଇ ଖୁସି ହୋଇପାରନ୍ତି। ଯାତ୍ରା ସମୟରେ କୌଣସି ଅପରିଚିତଙ୍କ କଥାକୁ ବିଶ୍ୱାସ କରି ହଇରାଣରେ ପଡ଼ିଯାଇ ପାରନ୍ତି

ଧନିଷ୍ଠା- ଆର୍ଥିକ ସ୍ଥିତି ସେତେଟା ଭଲ ନ ଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ଲେଖାପଢ଼ା, ଆଲୋଚନା, ଚୁକ୍ତିପତ୍ର କ୍ଷେତ୍ରରେ ସୁଫଳ ପାଇବେ। ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ର ଓ ଅଦାଲତର ରାୟ ସପକ୍ଷରେ ଯିବ।

ପ୍ରତିକାର – ମା’ ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :