Daily Horoscope 15th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର ଚନ୍ଦ୍ର- ବିଛା ଦିବା ୧୨.୫୧ ଗତେ ଧନୁ ତିଥି- ୧୦ମୀ ଦିବା ୧୦.୨୭ ଗତେ ୧୧ଶୀ ଘାତଚନ୍ଦ୍ର- ଦିବା ୧୨.୫୧ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି ।

Aries

ମେଷ

Thursday 15 Aug 2024

ଅଶ୍ୱନୀ- ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ । ଶାରୀରିକ ସୁସ୍ଥତା ବଜାଇ ରଖିବା ସହିତ ଯନ୍ତ୍ରଣାରୁ ମୁକ୍ତି ପାଇବେ । ବ୍ୟବସାୟ ଅଗ୍ରଗତି କରିବା ପାଇଁ ସାହାଯ୍ୟକାରୀ ଲୋକମାନେ ସହାୟତା କରିବେ ।

ଦ୍ୱିଜା- ଋଣ ନେଇ କିମ୍ବା ଅନ୍ୟ କୌଣସି ଉପାୟରେ ଆପଣଙ୍କର କାର‌୍ୟ୍ୟ ସମାପ୍ତ କରିବାରେ ଅସୁବିଧା ହୋଇପାରେ । ଧୈର୍ଯ୍ୟ ଓ ବୁଦ୍ଧି ବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ନୂଆ ଜ୍ଞାନର ବୃଦ୍ଧି ହେବ ।

କୃତିକା- ହଠାତ୍ ଉପୁଜୁଥିବା କ୍ରୋଧକୁ ଆୟତରେ ରଖନ୍ତୁ । ବିଶିଷ୍ଠ ଓକିଲଙ୍କ ସହ ବୈଠକ କରିବାରେ ଅବସର ପାଇବେ । ଭାବିଥିବା କୈାଣସି ଜରୁରୀ କାମ ସଂପୂର୍ଣ୍ଣ ହେବ । ଜୀବନରେ ନୂଆ ସଂକେତ ମିଳିପାରେ।

ପ୍ରତିକାର - ପ୍ରଭୁ ଜଗନ୍ନାଥଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :