Daily Horoscope 15th Dec 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ଅର୍ଜନ କରିବେ
/odishatv-khabar/media/media_files/uploadimage/library/16_9/16_9_0/IMAGE_1671074402-415492.jpg)
ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର । ଚନ୍ଦ୍ର – ସିଂହ (ଅହୋରାତ୍ର) ତିଥି- ୭ମୀ ରାତ୍ରି ୦୧.୩୯ ଗତେ ୮ମୀ ଘାତ ଚନ୍ଦ୍ର- କର୍କଟ, ମକର (ଅହୋରାତ୍ର) ଘାତ ବାର – ତୁଳା, କୁମ୍ଭ ପୁଷ୍କର ଦୋଷ – ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ ରାତ୍ରି ୦୧.୩୯ ପର୍ଯ୍ୟନ୍ତ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
